ରାଜଧାନୀ ଉପପଣ୍ଠରେ ମାତିଛନ୍ତି ଲୁଟେରା। ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଜାମୁକୋଳି ଗାଁରେ ଏକ ବଡ଼ ଧରଣର ଲୁଟ ହୋଇଛି। କେତେଜଣ ଦୁର୍ବୃତ୍ତ ଜାମୁକୋଳି ଗାଁର ଏକ ଘରେ ପଶି ୨୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟି ନେଇଛନ୍ତି।
ଏନେଇ ଏୟାରଫିଲ୍ଡ ଥାନାରେ ଏକ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାର ତଦନ୍ତ ଆରମ୍ଭ କରିଛି। ହେଲେ ପୋଲିସ କାହାରିକୁ ଗିରଫ କରି ନାହିଁ। ଅନ୍ୟପକ୍ଷେ ପୋଲିସ ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ସାଧାରଣରେ ଦାବି ହୋଇଛି।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍