୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶନିବାର ଘୋଷଣା କରାଯାଇଛି। ରାଜ କୁମାର ରାଓ ଅଭିନୀତ ଶ୍ରୀକାନ୍ତ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ମନୋନୀତ ହୋଇଛି।
ମାମୁଟ୍ଟି ଏବଂ କାର୍ତ୍ତିକ ଆର୍ଯ୍ୟନ ଶ୍ରେଷ୍ଠ ଅଭିନେତା ଭାବେ ମନୋନୀତ ହୋଇଛନ୍ତି। ଆର୍ଟିକିଲ-୩୭୦ ପାଇଁ ୟାମି ଗୌତମଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଘୋଷଣା କରାଯାଇଛି। ଏପରିକି ଅମର୍ତ୍ତ୍ୟ ଭଟ୍ଟାଚାର୍ଯ୍ୟଙ୍କ ନିର୍ଦ୍ଦେଶିତ ଲହରୀ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ବାଜି ମାରିଛି।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍