ବିଜେଡି ଛାଡ଼ି ବିଜେପିରେ ମିଶିଲେ ପ୍ରିୟଦର୍ଶୀ ମିଶ୍ର


ବିଜେପିରେ ମିଶିଲେ ବିଜେଡିର ପୂର୍ବତନ ଉତ୍ତର-ଭୁବନେଶ୍ୱର ବିଧାୟକ ପ୍ରିୟଦର୍ଶୀ ମିଶ୍ର।ଉତ୍ତର ଭୁବନେଶ୍ବରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ୨୦୧୪ରୁ ୨୦୧୯ ଯାଏଁ ବିଧାୟକ ଥିଲେ।ତେବେ ବିଜେଡିରେ ଅଣଦେଖା କାରଣରୁ ଆଜି ସକାଳେ ବିଜେଡିରୁ ଇସ୍ତଫା ଦେଇଥିଲେ। ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କ ଜ୍ବାଇଁ ପ୍ରିୟଦର୍ଶୀ ମିଶ୍ର।


error: Content is protected !!