କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି। ୨୭ ତାରିଖରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଅନାସ୍ଥା ଆସିବା ପରେ ମୁହଁ ଖୋଲିଛନ୍ତି ଚାମେଲି।
ସେ କହିଛନ୍ତି, ଆକ୍ରୋଶ ରଖି ମୋ’ ବିରୋଧରେ ଏପରି ଅନାସ୍ଥା ଅଣାଯାଇଛି। ଓ୍ବାର୍ଡମେମ୍ବରମାନଙ୍କୁ ଧମକାଇ ଚମକାଇ ଦସ୍ତଖତ ନିଆଯାଇଛି।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍