ଇଡି ରିମାଣ୍ଡ ସରିବା ପରେ ଜେଲ୍ ଗଲେ କେଜରିୱାଲ।ମଦ ଦୁର୍ନୀତି ମାମଲାରେ ଜେଲ୍ ଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ।ଆସନ୍ତା ୧୫ ତାରିଖ ଯାଏଁ ନ୍ୟାୟିକ ହେପାଜତରେ ରହିବେ।


error: Content is protected !!