ସୁର ଭାଷଣ ଛଳରେ ସୁଶାନ୍ତଙ୍କୁ ପ୍ରଶଂ


ସୁର ଭାଷଣ ଛଳରେ ସୁଶାନ୍ତଙ୍କୁ ପ୍ରଶଂସା କରିବା ସହ ସେ ହିଁ ବେଷ୍ଟ ବୋଲି କହିଥିଲେ। ଉତ୍ତର ଭୁବନେଶ୍ୱରରେ ଗଲା ୫ ବର୍ଷ ଧରି ସୁଶାନ୍ତ କାମ କରିଛନ୍ତି। ସେ ହିଁ ବେଷ୍ଟ, ଏକଥା ସେ ପାଣ୍ଡିଆନକୁ ବି କହିଛନ୍ତି। ଏଥର ସୁଶାନ୍ତ ହିଁ ଜିତିବେ ବୋଲି ଦୃଢ଼କ୍ତି ସହ କହିଥିଲେ ସୁର। ଖାଲି ଏତିକି ନୁହେଁ , ନିଜ ପୁଅ ମନ୍ମଥଙ୍କୁ ବିଜେଡିରୁ ଅଫର୍ ଦିଆଯାଇଥିଲା ସେତେବେଳେ ଜଗନ୍ନାଥ ବଡ଼ ସୁଯୋଗ ଦେଇଛନ୍ତି , ମାଡ଼ି ଚାଲ ବୋଲି ମନ୍ମଥଙ୍କୁ କହିଥିଲେ ବୋଲି ଦୋହରାଇଛନ୍ତି। ତାଙ୍କ ପୁଅ ଓ ସୁଶାନ୍ତ ରାଉତଙ୍କୁ ଡବଲ ଶଙ୍ଖ ଚିହ୍ନରେ ଭୋଟ୍ ଦେବାକୁ କହିଥିଲେ ସୁର ରାଉତରାୟ।


error: Content is protected !!