କଂଗ୍ରେସରୁ ବାପି ସର୍ଖେଲଙ୍କ ଇସ୍ତଫା


କଂଗ୍ରେସରୁ ବାପି ସର୍ଖେଲଙ୍କ ଇସ୍ତଫା।କଂଗ୍ରେସରୁ ଇସ୍ତଫା ଦେଲେ ପାରାଦୀପର ବାପି ସର୍ଖେଲ।ପିସିସି ସଭାପତିଙ୍କ ପାଖକୁ ଇସ୍ତଫା ପତ୍ର ପଠାଇଲେ ବାପି।କିଛି ଦିନ ତଳେ ବାପିଙ୍କ ପତ୍ନୀ ମନିଦୀପା ବିଜେଡିରେ ମିଶିଥିଲେ।


error: Content is protected !!