ଆଉ ୨୪ ଘଣ୍ଟା ହିଟ୍‌ୱେଭ୍‌


ଆସନ୍ତା ୨୪ ଘଣ୍ଟା ଯାଏ କିଛି ସ୍ଥାନରେ ହିଟ୍‌ୱେଭ ଜାରି ରହିବ।ସୂଚନା ଦେଲେ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା।କଟକ, ଭଦ୍ରକ, ନୟାଗଡ଼, ମୟୂରଭଞ୍ଜ, କଳାହାଣ୍ଡି, ବୌଦ୍ଧକୁ ସତର୍କତା।ମାଲକାନଗିରି, ନୂଆପଡ଼ା, ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗିରକୁ ସତର୍କତା।୮ ଜିଲ୍ଲାରେ ରାତି ଉଷ୍ମତା ଜାରି ରହିବା ନେଇ ସତର୍କ ସୂଚନା ଜାରି।କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ସୋନପୁରରେ ରାତି ଉଷ୍ମ ରହିବ।ସୁନ୍ଦରଗଡ଼, କନ୍ଧମାଳ, ବୌଦ୍ଧ, ନୟାଗଡ଼ରେ ରାତି ଉଷ୍ମ ରହିବ।ଗଜପତି, ବାଲେଶ୍ବର, ଖୋର୍ଦ୍ଧା, ପୁରୀରେ ଗୁଳୁଗୁଳି ଜାରି ରହିବ।


error: Content is protected !!