ଶ୍ରୀଯୁକ୍ତ ପ୍ରତାପ ଜେନାଙ୍କୁ ପୁଣି ମିଳିଲା ନୂଆ ଦାୟିତ୍ବ


ମାନ୍ୟବର ପୂର୍ବତନ ମନ୍ତ୍ରୀ ତଥା କେନ୍ଦ୍ରାପଡ଼ା ଜିଲ୍ଲା ପର୍ଯ୍ୟବେକ୍ଷକ ଶ୍ରୀଯୁକ୍ତ ପ୍ରତାପ ଜେନାଙ୍କୁ ପୁଣି ମିଳିଲା ନୂଆ ଦାୟିତ୍ବ। କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ସଂଯୋଜକ ଭାବେ ଦାୟିତ୍ବ ଦେଲେ ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ।


error: Content is protected !!