ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ପ୍ରଭାସ ସିଂହ


ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ପ୍ରଭାସ ସିଂହ।ପୂର୍ବତନ ସାଂସଦ ତଥା ବରଗଡ଼ ଜିଲ୍ଲା ବିଜେଡି ସଭାପତି ପ୍ରଭାସ।ନବୀନ ନିବାସ ଆସି ଇସ୍ତଫା ପତ୍ର ପ୍ରଦାନ କଲେ ପ୍ରଭାସ।୨୦୧୪ରୁ ୧୯ ପର୍ଯ୍ୟନ୍ତ ବରଗଡ଼ ସାଂସଦ ଥିଲେ ପ୍ରଭାସ ସିଂହ।ଏଥର ଟିକେଟ ଆଶାୟୀ ଥିଲେ, ଦଳ ପରିଣୀତା ମିଶ୍ରଙ୍କୁ ଟିକେଟ ଦେଲା।


error: Content is protected !!