ବଦଳିଲେ ଶ୍ରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ପ୍ରଶାସକ


ବଦଳିଲେ ଶ୍ରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ପ୍ରଶାସକ। ନୂଆ ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ପାଇଲେ ବୀର ବିକ୍ରମ ଯାଦବ । ରାଜ୍ୟ ସରକାରଙ୍କ ପକ୍ଷରୁ ମିଳିଲା ନିଯୁକ୍ତି । ୧୯୯୬ ବ୍ୟାଚର ଆଇଏଏସ୍ ଅଫିସର ହେଉଛନ୍ତି ବୀର।


error: Content is protected !!