ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡ଼ି


ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡ଼ି।ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ CEOଙ୍କ ନିକଟରେ ଫେରାଦ ହେଲା ବିଜେଡ଼ି।ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ।ଖୋର୍ଦ୍ଧା ଛଣଗିରିରେ ସାମ୍ବାଦିକଙ୍କୁ ଆକ୍ରମଣ ଅଭିଯୋଗ।CEOଙ୍କ ନିକଟରେ ଅଭିଯୋଗ ଆଣିଲା ବିଜେଡ଼ି।


error: Content is protected !!