ବିରୂପା ନଦୀରେ ଭାସିଯାଇ ୨ ଯୁବକ ମୃତ


ଚୌଦ୍ୱାର: ବିରୂପା ନଦୀରେ ଭାସିଯାଇ ୨ ଯୁବକ ମୃତ।କଟକ ଏସ୍‌ସିବିରେ ୨ ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର।୨ ଯୁବକ ଚୌଦ୍ୱାର ଖୋର୍ଦ୍ଧା ସାହିର ହୋଇଥିବା ସୂଚନା।


error: Content is protected !!