ଆମର ଫୋକସ ଡିଗ୍‌ନିଟି ଅଫ୍‌ ଲାଇଫ୍ ଓ କ୍ବାଲିଟି ଅଫ୍ ଲାଇଫ


ଆମର ଫୋକସ ଡିଗ୍‌ନିଟି ଅଫ୍‌ ଲାଇଫ୍ ଓ କ୍ବାଲିଟି ଅଫ୍ ଲାଇଫ।ଯୁବ ଭାରତର ଯୁବ ଆଙ୍କାକ୍ଷା ଆମ ସଂକଳ୍ପ ପତ୍ରରେ ପ୍ରତିଫଳିତ।ଆସନ୍ତା ୫ ବର୍ଷ ଯାଏଁ ମାଗଣା ରାସନ ଜାରି ରହିବ।ଦେଶରେ ଜନ ଔଷଧି କେନ୍ଦ୍ରର ବିସ୍ତାର ହେବ।୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କଙ୍କୁ ଆୟୁଷ୍ମାନ ଯୋଜନାରେ ସାମିଲ କରାଯିବ।ଗରିବ ହୁଅନ୍ତୁ କିମ୍ବା ମଧ୍ୟମ ବର୍ଗୀୟ ହୁଅନ୍ତୁ, ଉପକୃତ ହେବେ।


error: Content is protected !!