କଂଗ୍ରେସରୁ ସୁର ୬ବର୍ଷ ପାଇଁ ବିଦା


ସୁରେଶ ରାଉତରାୟ କଂଗ୍ରେସରୁ ୬ ବର୍ଷ ପାଇଁ ବହିଷ୍କୃତ।ସୁରଙ୍କୁ ୬ ବର୍ଷ ପାଇଁ ବହିଷ୍କାର କଲା ଏଆଇସିସି।ଏଆଇସିସି ପକ୍ଷରୁ ପ୍ରେସ ରିଲିଜ୍‌ ଜରିଆରେ ସୂଚନା।ବିଶୃଙ୍ଖଳା ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ କାର୍ଯ୍ୟାନୁଷ୍ଠାନ।


error: Content is protected !!