ବିଜେପିର ପ୍ରାର୍ଥୀ ତାଲିକା


ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା ଜାରି ରାଉରକେଲାରୁ ପ୍ରାର୍ଥୀ ହେଲେ ଦିଲ୍ଲୀପ ରାୟ,ପାଟଣା- ଅଖିଲ ଚନ୍ଦ୍ର ନାୟକ, ସାରସକଣା- ଭାଦବ ହାଁସଦା,ରାଇରଙ୍ଗପୁର- ଜୋଲେନ ବରଦା, ବାଙ୍ଗିରିପୋଷି- ସଞ୍ଜଳୀ ମୁର୍ମୁ,କରଞ୍ଜିଆ- ପଦ୍ମଚରଣ ହାଇବ୍ରୁ, ଝରିଗାଁ- ନରସିଂହ ଭତ୍ରା,ଡାବୁଗାଁ- ସୋମନାଥ ପୂଜାରୀ, ରାଜନଗର- ଲଳିତ ବେହେରା,ବାଲିକୁଦା-ଏରସମାରୁ ପ୍ରାର୍ଥୀ ହେଲେ ସତ୍ୟସାରଥି ମହାନ୍ତି,ଜଗତସିଂହପୁର- ଅମରେନ୍ଦ୍ର ଦାଶ, କାକଟପୁର- ବାଇଧର ମଲ୍ଲିକ,ରଣପୁର- ସୁରମା ପାଢ଼ୀ, ସାନଖେମୁଣ୍ଡି- ଉତ୍ତମ କୁମାର ପାଣିଗ୍ରାହୀ,ମୋହନା- ପ୍ରଶାନ୍ତ ମଲ୍ଲିକ, ବିଷମକଟକ- ଜଗନ୍ନାଥ ନୁଣ୍ଡ୍ରୁକା,ରାୟଗଡ଼ା- ବସନ୍ତ ଉଲାକା, ଲକ୍ଷ୍ମୀପୁର- କୈଳାସ କୁଲେସିକା,କୋଟପାଡ- ରୁପୁ ଭତ୍ରା, ପଟାଙ୍ଗୀ- ଚୈତନ୍ୟ ନନ୍ଦିବାଲି,ଚିତ୍ରକୋଣ୍ଡାରୁ ପ୍ରାର୍ଥୀ ହେଲେ ଡମ୍ବରୁ ଶିଶା


error: Content is protected !!