ପ୍ରକାଶ ପାଇଛି ୨୦୨୩ ୟୁପିଏସସି ପରୀକ୍ଷା ରେଜଲ୍ଟ


ପ୍ରକାଶ ପାଇଛି ୨୦୨୩ ୟୁପିଏସସି ପରୀକ୍ଷା ରେଜଲ୍ଟ । ଏଥିରେ ଆଦିତ୍ୟ ଶ୍ରୀବାସ୍ତବ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ଓଡିଆ ପୁଅ ଅନିମେଶ ପ୍ରଧାନ । ସର୍ବଭାରତୀୟ ପ୍ରଶାସନିକ ପରୀକ୍ଷାରେ ଦ୍ୱିତୀୟ ସ୍ଥାନରେ ରହି ଅନୁଗୁଳ ମାଟିକୁ ଗର୍ବିତ କରିଛନ୍ତି ଅନିମେଶ ।


error: Content is protected !!