୧୬ ଜିଲ୍ଲାକୁ ହିଟ୍‌ୱେଭ ୱାର୍ଣ୍ଣି


ପ୍ରଚଣ୍ଡ ଖରା ନେଇ ହିଟ୍‌ୱେଭ ଜାରି କଲା ପାଣିପାଗ ବିଭାଗ।୧୬ ଜିଲ୍ଲା- କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ, କୋରାପୁଟ, ମାଲକାନଗିରି, ଅନୁଗୁଳ ଓ ବୌଦ୍ଧକୁ ହିଟ୍‌ୱେଭ ଜାରି।


error: Content is protected !!