ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୭ ତମ ଶ୍ରାଦ୍ଧ ଦିବସ


ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୭ ତମ ଶ୍ରାଦ୍ଧ ଦିବସ। ଏହି ଅବସରରେ ଶ୍ରୀ ମନ୍ଦିର ସମ୍ମୁଖରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଦୀପ ଦାନ କରିଛନ୍ତି ବିଜେଡି ନେତା ଓ କର୍ମୀ ମାନେ।


error: Content is protected !!