କଂଗ୍ରେସରେ ସିପ୍ରା ମଲ୍ଲିକ


କଂଗ୍ରେସରେ ଯୋଗ ଦେଲେ ସିପ୍ରା ମଲ୍ଲିକ।କଂଗ୍ରେସ ଭବନକୁ ଆସି ବିଧିବଦ୍ଧ ଭାବେ ଯୋଗଦେଲେ।କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡି ବିଧାୟିକା ସିପ୍ରା।କେନ୍ଦ୍ରାପଡ଼ାରୁ କଂଗ୍ରେସ ଟିକେଟରେ ପ୍ରାର୍ଥୀ ନେଇ ଆଶାବାଦୀ।


error: Content is protected !!