ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ


୨୧ଟି ରାଜ୍ଯ ଓ କେନ୍ଦ୍ରଶାସିତ ଅଞ୍ଚଳରେ ୧୦୨ ଆସନ ଲାଗି ହେଉଛି ମତଦାନ।ଅରୁଣାଚଳ ପ୍ରଦେଶ ଓ ସିକ୍କିମ ବିଧାନସଭା ଲାଗି ହେଉଛି ନିର୍ବାଚନ।


error: Content is protected !!