ଅଭିନେତା ଓ ଯାତ୍ରା ଜଗତର କିମ୍ବଦନ୍ତୀ ନିର୍ଦ୍ଦେଶକ ଡ଼ଃ ସଚ୍ଚି ଦାସଙ୍କର ପରଲୋକ


ଓଡ଼ିଆ ଚଳଚ୍ଚିତ୍ର, ଧାରାବାହିକ ଜଗତର ପ୍ରଖ୍ୟାତ ଅଭିନେତା ଓ ଯାତ୍ରା ଜଗତର କିମ୍ବଦନ୍ତୀ ନିର୍ଦ୍ଦେଶକ ଡ଼ଃ ସଚ୍ଚି ଦାସଙ୍କର ପୂର୍ବାହ୍ନ ପ୍ରାୟ ସାଢ଼େ ୯ଟା ରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା।


error: Content is protected !!