ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍ଏସ୍ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ ୩୦ ତାରିଖ ମଧ୍ୟରାତ୍ରି ଯାଏ ବଢ଼ାଇ ଦିଆଯାଇଛି। ଇଚ୍ଛୁକ ପ୍ରାର୍ଥୀମାନେ ନିର୍ଦ୍ଧାରିତ ସମୟ ମଧ୍ୟରେ ନିଜର ନାମ ପଞ୍ଜୀକରଣ କରିପାରିବେ। ଆସନ୍ତା ସେପ୍ଟେମ୍ବର ୩୦ରେ ଏହାର ପେପର-୧ ଓ ପେପର-୨ ପରୀକ୍ଷା ଅନୁଷ୍ଠିତ ହେବ। ଉକ୍ତ ଦିନ ସକାଳ ୯ଟାରୁ ପୂର୍ବାହ୍ନ ୧୧.୩୦ ଯାଏ ଗୋଟିଏ ସିଟିଂରେ ଏହି ପରୀକ୍ଷା ହେବ ବୋଲି ବୋର୍ଡ ପକ୍ଷରୁ ପୂର୍ବରୁ ସୂଚିତ କରାଯାଇଛି।

More Stories
ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା
ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…