କାଳବୈଶାଖୀ ଓ ବଜ୍ରପାତ ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି


କାଳବୈଶାଖୀ ଓ ବଜ୍ରପାତ ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି।୩ ଘଣ୍ଟା ପାଇଁ ଅରେଞ୍ଜ ଆଲର୍ଟ ଜାରି କଲା ପାଣିପାଗ ବିଭାଗ।କୋରାପୁଟ , ରାୟଗଡ଼ା , କନ୍ଧମାଳ , ନୟାଗଡ଼ , ଗଜପତି , ବଲାଙ୍ଗିର।ଗଞ୍ଜାମ , କଳାହାଣ୍ଡି ଓ ନବରଙ୍ଗପୁରକୁ ସନ୍ଧ୍ୟା ୭.୪୫ ପର୍ଯ୍ୟନ୍ତ ଆଲର୍ଟ।ବର୍ଷା ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ।


error: Content is protected !!