June 26, 2026

Now Odisha

Now Odisha

— ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆପଡା ଜିଲା ଗସ୍ତ କରି ୧୧୦୦କୋଟି ଟଙ୍କାରୁ ଅଧିକ ମୂଲ୍ୟର ୯୫୭ଟି ନୂତନ ପ୍ରକଳ୍ପର ଘୋଷଣା, ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି ।ମୁଖ୍ୟମନ୍ତ୍ରୀ କହିଛନ୍ତି ଲୋକଙ୍କ ସରକାର, ଜନକଲ୍ୟାଣ ଓ ବିକାଶକୁ ସର୍ବଦା ପ୍ରାଥମିକତା ଦେଇ ଆସିଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ନୂଆପଡା ଜିଲାରେ ଅନେକ ବିକାଶମୂଳକ ପ୍ରକଳ୍ପ ଗୁଡିକ ଉଦଘାଟନ ହୋଇଛି । ଏହି ପ୍ରକଳ୍ପ ଗୁଡିକ କୃଷି, ଶିକ୍ଷା ଓ ସ୍ୱାସ୍ଥ୍ୟ ଏବଂ ଗ୍ରାମ୍ୟ ଉନ୍ନୟନ ଭଳି କ୍ଷେତ୍ରରେ ବିପୁଳ ଅଭିୃବଦ୍ଧି ଆଣିବା ସହ ଉନ୍ନତ ସଂଯୋଗୀକରଣ, ସ୍ଥାନୀୟ ନିଯୁକ୍ତି ସୃଷ୍ଟି ଏବଂ ଜୀବନଧାରଣମାନର ଉନ୍ନତିକୁ ସୁନିଶ୍ଚିତ କରିବ । ସର୍ବସ୍ପର୍ଶୀ ଓ ସମାବେଶୀ ବିକାଶ ସହ ଓଡ଼ିଶାର ଜନ ସାଧାରଣଙ୍କ ସେବା କରି ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆମ ସରକାର ସଂକଳ୍ପବଦ୍ଧ ।

ଆଗକୁ ନୂଆପଡାରେ ଉପନିର୍ବାଚନ ହେବାକୁ ଯାଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଏହି ଗସ୍ତ ବେଶ ଗୁରୁତ୍ୱପୂର୍ଣ୍ଣ ହୋଇଛି । ଏହି କାର୍ଯ୍ୟକ୍ରମରେ ବିଭାଗୀୟ ମନ୍ତ୍ରୀ ରବି...

ନୂଆଦିଲ୍ଲୀ,୬।୧୦: ସୋମବାର ସୁପ୍ରିମକୋର୍ଟରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଶୁଣାଣି ସମୟରେ ଜଣେ ଓକିଲ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ବି.ଆର. ଗଭଇଙ୍କ ଉପରକୁ ଜୋତା ଫିଙ୍ଗିବାକୁ ଚେଷ୍ଟା...

--ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଗାଜା ଶାନ୍ତି ପ୍ରସ୍ତାବରେ ସହମତି ପ୍ରକାଶ କରିଛି ହମାସ । ବନ୍ଧକ ରଖିଥିବା ଇସ୍ରାଏଲି ନାଗରିକଙ୍କୁ ଛଡାଯିବ ଏବଂ ଗାଜା ଷ୍ଟ୍ରିପର...

ନୂଆଦିଲ୍ଲୀ ,୪।୧୦: ମୌସୁମୀ ବିଦାୟ ନେବା ପରେ ମଧ୍ୟ ଅନେକ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ଭାରତ ପାଣିପାଗ ବିଭାଗ (IMD) ଘୂର୍ଣ୍ଣିଝଡ଼ ଶକ୍ତି ପାଇଁ...

 ଭୁବନେଶ୍ୱର,୧।୧୦: ପୋଲିସ SI ପରୀକ୍ଷା ଜାଲିଆତିରେ ବଡ଼ କାର୍ଯ୍ୟାନୁଷ୍ଠାନ। ୧୧୭ ପରୀକ୍ଷାର୍ଥୀଙ୍କ ସହ ୨ ଦଲାଲଙ୍କୁ ଗିରଫ କଲା ବ୍ରହ୍ମପୁର ପୋଲିସ। ରାତି ସାରା କ୍ରାଇମବ୍ରାଞ୍ଚ ଓ...

 ନୂଆଦିଲ୍ଲୀ,୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର RSS ଶତବାର୍ଷିକୀ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଦିଲ୍ଲୀର ଡକ୍ଟର ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ ଆୟୋଜିତ ଉତ୍ସବରେ...

ପାର୍ବଣରେ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର। କେନ୍ଦ୍ର କ୍ୟାବିନେଟ ବୁଧବାର ନିଜର କର୍ମଚାରୀ ଓ ପେନସନଧାରୀଙ୍କ ମହଙ୍ଗା ଭତ୍ତାକୁ ୩% ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ସଂଶୋଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜୁଲାଇ ୧ରୁ ଲାଗୁ ହେବ ବୋଲି କୁହାଯାଇଛି। ମହଙ୍ଗା ଭତ୍ତା ବୃଦ୍ଧି ନିଷ୍ପତ୍ତି ଦେଶର ୧ କୋଟି କେନ୍ଦ୍ରୀୟ କର୍ମଚାରୀ ଓ ପେନସନଧାରୀଙ୍କୁ ଲାଭ ଦେବ। କିନ୍ତୁ ସରକାରଙ୍କ ଉପରେ ଏଥିପାଇଁ ୧୦ ହଜାର ୮୪ କୋଟି ଟଙ୍କାର ରାଜସ୍ୱ ବୋଝ ପଡ଼ିବ। ଚଳିତ ବର୍ଷ ମାର୍ଚ୍ଚ ମାସରେ କେନ୍ଦ୍ର ସରକାର ମହଙ୍ଗା ଭତ୍ତା(DA Hike) ୨% ବୃଦ୍ଧି କରିଥିଲେ। ଫଳରେ ମୂଳ ଦରମାରେ ଏହା ୫୩%ରୁ ୫୫%କୁ ବୃଦ୍ଧି ପାଇଥିଲା। ଏବେ ସରକାର ଆଉ ୩% ବୃଦ୍ଧି କରିଛନ୍ତି। ଅର୍ଥାତ ମହଙ୍ଗା ଭତ୍ତା ମୂଳଦରମାର ୫୮%ରେ ପହଞ୍ଚିଛି।

କଟକ: କଟକରେ ଦଶହରା ମାହୋଲ ଚାଲିଥିବା ବେଳେ ପ୍ରବଳ ବର୍ଷା ପୂଜାକୁ ଫିକା କରିଦେଇଛି। ପ୍ରବଳ ବର୍ଷା ଯୋଗୁଁ କଲେଜ ଛକରେ ଥିବା ଲାଇଟ୍ ଗେଟ୍ ଭୁଶୁଡି...

error: Content is protected !!