January 26, 2026

Now Odisha

Now Odisha

ରାଜ୍ୟରେ୨୭ରୁ୨୯ପ୍ରବଳବର୍ଷାସମ୍ଭାବନା-ସମ୍ଭାବ୍ୟ ବାତ୍ୟାକୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକାଙ୍କ ସୂଚନା-ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଆନ୍ଧ୍ର ଉପରେ ଅଧିକ ରହିବା ନେଇ ଆକଳନ-୨୭ରୁ ୨୯ ତାରିଖ ଯାଏଁ ରାଜ୍ୟରେ...

ଇସଲାମାବାଦ,୨୪।୧୦: ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦ ପାକିସ୍ତାନରେ ପୁଣି ସକ୍ରିୟ ହୋଇଛି। ସଂଗଠନ ଏବେ ଜମାତ-ଉଲ-ମୋମିନାତ ନାମରେ ଏହାର ପ୍ରଥମ ମହିଳା ବ୍ରିଗେଡ ଆରମ୍ଭ କରିଛି। ଅକ୍ଟୋବର ୮ରେ...

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପୂର୍ବ ଏବଂ ତତ୍‌ସଂଲଗ୍ନ...

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଓ ଭୋଟ ଗଣତି ସମୟରେ ଜିଲାର ସମସ୍ତ ମଦଦୋକାନ ବନ୍ଦ ରହିବ। ଅବକାରୀ କମିଶନର, ଓଡ଼ିଶା କଟକଙ୍କ ଚିଠି ସଂଖ୍ୟା-...

ନୂଆଦିଲ୍ଲୀ,୨୪।୧୦: ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀମାନଙ୍କୁ ନେଇ ଯାଉଥିବା ଏକ ବସ୍‌ରେ ନିଆଁ ଲାଗିଯାଇଛି। ଏହି ଦୁର୍ଘଟଣାରେ ୨୦ ଜଣ...

ନୂଆଦିଲ୍ଲୀ,୨୩ା୧୦: ଜଣେ ୧୭ ବର୍ଷୀୟ ନାବାଳିକାକୁ ବାରମ୍ବାର ବଳାତ୍କାର କରିଥିବା ଅଭିଯୋଗରେ ଜଣେ ଯୁବକର ଆଗୁଆ ଜାମିନ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଛନ୍ତି। କୋର୍ଟ କହିଛନ୍ତି...

ନୂଆଦିଲ୍ଲୀ : ସାଉଦି ଆରବ ଓ ପାକିସ୍ତାନ ମଧ୍ୟରେ ଏକ ଗୁପ୍ତ ପ୍ରତିରକ୍ଷା ଚୁକ୍ତି ହୋଇଥିବା ଜଣାପଡ଼ିଛି। ଏହି ଚୁକ୍ତି ଅନୁଯାୟୀ, ସାଉଦି ଆରବ ପାକିସ୍ତାନରେ ପ୍ରାୟ...

ସମ୍ବଲପୁର: ଟଙ୍କା ନେଇ ମିଛ ଚାକିରି ଦେବା ଅଭିଯୋଗରେ ସମ୍ବଲପୁର ପୁଲିସ୍‌ ଦୁଇ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୁଲିସ୍‌ ୬୨ ଲକ୍ଷ ଟଙ୍କା ଜବତ କରିଛି।...

error: Content is protected !!